ଘଟଣା ଦୁର୍ଘଟଣାରାଜ୍ୟ

ଦୋକାନରେ ଏକାସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ

ଦୋକାନରେ ଏକାସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ

ବାଲେଶ୍ବର ମେରାଇନ୍ ଥାନା ବଳରାମଗଡ଼ିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ଏକ ଦୋକାନରେ ଏକସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ ହୋଇଛି। ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଛି।

ବାଲେଶ୍ବର/ ଚାନ୍ଦିପୁର ୧୨ – ୦୫ – ୨୦୨୫ (ଏସ .ଏମ ) :  ବାଲେଶ୍ବର ମେରାଇନ୍ ଥାନା ବଳରାମଗଡ଼ିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ଏକ ଦୋକାନରେ ଏକସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ ହୋଇଛି। ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଛି।ସୂଚନା ଅନୁଯାୟୀ, ବଳରାମଗଡ଼ିରେ ଏକ ଅଣଲାଇସେନସ୍ ପ୍ରାପ୍ତ ସିଲିଣ୍ଡର ବ୍ୟବସାୟୀଙ୍କ ଦେକାନରେ ସର୍ଟସର୍କିଟ୍ କାରଣରୁ ଏକସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ ହୋଇଛି। ଏହାଫଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁର ଧାସ ଏତେ ଅଧିକ ଥିଲା ଯେ, ଆଖପାଖ ଦେକାନକୁ ନିଆଁ ବ୍ୟାପିଯାଇଛି। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାମରେ ନିୟୋଜିତ ଅଛି।

 

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *