ରାଜ୍ୟ

‘ଓଡ଼ିଶାକୁ ଦେଶର ଶିଳ୍ପ ହବ୍‌ ଭାବେ ଗଢ଼ିବା ପାଇଁ କାମ କରୁଛୁ‘

‘ଓଡ଼ିଶାକୁ ଦେଶର ଶିଳ୍ପ ହବ୍‌ ଭାବେ ଗଢ଼ିବା ପାଇଁ କାମ କରୁଛୁ ‘ 

ଆମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ…

ରାଉରକେଲା/ଭୁବନେଶ୍ୱର ୨୮-୦୧-୨୦୨୬(ଏସ.ଏମ ) : ମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ ଓ ଅଂଶୀଦାରମାନଙ୍କ ସହ ସକାରାତ୍ମକ ଆଲୋଚନା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସେ ୩୫,୮୮୦ କୋଟି ଟଙ୍କା ମୂଲ୍ୟର ୨୩ଟି ନୂଆ ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ୧୧,୮୪୪ ରୁ ଅଧିକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70