ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର
ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର
ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି ।ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି। ଆଉ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି ।
ରାଉରକେଲା/ଭୁବନେଶ୍ୱର ୧୦-୦୪-୨୦୨୫(ଏସ .ଏମ ) : ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି । ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି । ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି। ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି । ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି । ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି । ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି । ଏ ଦୁଇ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଉଭୟ ହତ୍ୟାକାଣ୍ଡର ତଦନ୍ତ ଆରମ୍ଭ କରିଛି।