TOP STORIESଅପରାଧଘଟଣା ଦୁର୍ଘଟଣାରାଜ୍ୟ

ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ହତ୍ୟା

ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ହତ୍ୟା…

ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

ମାଲକାନଗିରି ୧୫-୦୭-୨୦୨୫(ଏସ.ଏମ ) : ତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ।ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *