NewsPoliticsTOP STORIESରାଜନୀତିରାଜ୍ୟ

ଏପ୍ରିଲ ୨୨ ରେ “ସୁଭଦ୍ରା କିସ୍ତି”

ଏପ୍ରିଲ ୨୨ ରେ “ସୁଭଦ୍ରା କିସ୍ତି”

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଳିତ ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନା’ ର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଛନ୍ତି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା।

ଭୁବନେଶ୍ୱର ୦୭-୦୪-୨୦୨୫(ଏସ.ଏମ ) : ଳିତ ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନା’ ର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଛନ୍ତି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଛନ୍ତି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା। ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *