PoliticsTOP STORIESରାଜନୀତିରାଜ୍ୟ

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ

ପୁରୀ /ଭୁବନେଶ୍ୱର ୧୩.୦୪.୨୦୨୫ (ଏସ .ଏମ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ କରିଥିଲେ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି। ଏହାପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *