ଓଡ଼ିଶାରୁ ଆଉ ୫ କୋଭିଡ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି
ଓଡ଼ିଶାରୁ ଆଉ ୫ କୋଭିଡ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି
ଭୁବନେଶ୍ୱର ୨୮-୦୫-୨୦୨୫(ଏସ .ଏମ ) : ଓଡ଼ିଶାରୁ ଆଉ ୫ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରେ ୪ ପୁରୁଷ ଓ ଜଣେ ମହିଳା କରୋନା ସଂକ୍ରମିତ ଅଛନ୍ତି।ଓଡ଼ିଶାରୁ ଆଉ ୫ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରେ ୪ ପୁରୁଷ ଓ ଜଣେ ମହିଳା କରୋନା ସଂକ୍ରମିତ ଅଛନ୍ତି।ପୂର୍ବରୁ ଭୁବନେଶ୍ବରରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି।ପୂର୍ବରୁ ଭୁବନେଶ୍ବରରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି।