Views: 102
ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ
ପୁରୀ/ଭୁବନେଶ୍ୱର ୧୬-୦୬-୨୦୨୫(ଏସ .ଏମ ) :ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି।