ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି: ଖୋଲିଲା ୪୬ ମିଶ୍ରଣ ସ୍କୁଲ
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି: ଖୋଲିଲା ୪୬ ମିଶ୍ରଣ ସ୍କୁଲ
- ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
- ଏଥିରେ କୁହାଯାଇଛି ଯେ ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି।
- ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।
ଭୁବନେଶ୍ୱର ୨୧-୦୭-୨୦୨୫(ଏସ.ଏମ. ) : ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି। ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୨୨ଟି ଥିବା ବେଳେ ଦେବଗଡ଼ରେ ୧୦ଟି ବରଗଡ଼ରେ ୭ଟି, ଯାଜପୁରରେ ୪ଟି ଓ ଖୋର୍ଦ୍ଧା ଜିଲ୍ଲାରେ ୩ ସ୍କୁଲ ରହିଛି। ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି। ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୨୨ଟି ଥିବା ବେଳେ ଦେବଗଡ଼ରେ ୧୦ଟି ବରଗଡ଼ରେ ୭ଟି, ଯାଜପୁରରେ ୪ଟି ଓ ଖୋର୍ଦ୍ଧା ଜିଲ୍ଲାରେ ୩ ସ୍କୁଲ ରହିଛି। ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି। ବି କରିଛନ୍ତି l ଅଭିରାମ ପ୍ରତିଦିନ ପରି ଆଜି ଏ ସିଫ୍ଟରେ ଅନ୍ୟମାନଙ୍କ ସହ ଡ୍ୟୁଟିକୁ ଯାଇଥିଲେ l ସକାଳ ପ୍ରାୟ ୯ଟା ବେଳେ କାମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା l