ଦେଶ- ବିଦେଶ

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି

ଅସ୍ତ୍ରବିରତି ନେଇ ବଡ଼ ସୂଚନା ଦେଲେ ବୈଦେଶିକ ସଚିବ ବିକ୍ରମ ମିସ୍ରି

ନୂଆଦିଲ୍ଲୀ/ଭୁବନେଶ୍ୱର୧୧.୦୫.୨୦୨୫(ଏସ .ଏମ ) : ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ । ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି । ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି । ଅସ୍ତ୍ରବିରତି ନେଇ ବଡ଼ ସୂଚନା ଦେଲେ ବୈଦେଶିକ ସଚିବ ବିକ୍ରମ ମିସ୍ରି । ତେବେ ସନ୍ଧ୍ୟା ୫ଟାରୁ ଲାଗୁ ହୋଇଛି ଏହି ଅସ୍ତ୍ରବିରତି । ଦୁଇ ଦେଶ ମଧ୍ୟରେ ଡିଜିଏମ ସ୍ତରରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଅସ୍ତ୍ରବିରତି ପାଇଁ ସହମତି ପରେ ସମସ୍ତ ପ୍ରକାର ସୈନ୍ୟ କାର୍ଯ୍ଯାନୁଷ୍ଠାନ ବନ୍ଦ ରହିବ । ଜଳ- ସ୍ଥଳ- ଆକାଶରେ କୌଣସି ଆକ୍ସନ ହେବନି । ଆସନ୍ତା ୧୨ ତାରିଖରେ ପରବର୍ତ୍ତୀ ଆଲୋଚନା ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *