ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ପୁରୀ ୨୭-୦୬-୨୦୨୫(ଏସ .ଏମ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାର ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣନ୍ତୁ ଏହା ହିଁ ମୋର କାମନା ବୋଲି କହିଛନ୍ତି।