Healthରାଜ୍ୟ

ରାଜ୍ୟରେ କରୋନା ଭୟ!

ରାଜ୍ୟରେ କରୋନା ଭୟ!

ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ

ଭୁବନେଶ୍ବର୧୭.୦୫.୨୦୨୫(ଏସ .ଏମ ) : ସିଆ ମହାଦେଶର ହଂକଂ ଏବଂ ସିଙ୍ଗାପୁରରେ କରୋନା ପୁଣି ଥରେ ବ୍ୟାପିବାରେ ଲାଗିଛି। ଏହି ଦୁଇ ସ୍ଥାନରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ଏନେଇ ମତ ରଖିଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ଯ୍ୟକାରୀ କରାଯିବ। ସେ କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ଯ୍ୟକାରୀ କରାଯିବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *