ଦେଶ- ବିଦେଶରାଜ୍ୟ

ଶ୍ରୀଜିଉମାନଙ୍କର ପହଣ୍ଡି

ଶ୍ରୀଜିଉମାନଙ୍କର ପହଣ୍ଡି 

ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ପ୍ରଭୁ ସୁଦର୍ଶନଙ୍କର ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ

ପୁରୀ/ଭୁବନେଶ୍ୱର ୨୭-୦୬-୨୦୨୫(ଏସ .ଏମ ) :ଜିଠାରୁ ଶ୍ରୀଜିଉଙ୍କ ୯ ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି।

ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ପ୍ରଭୁ ସୁଦର୍ଶନଙ୍କର ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ସାଢେ ୪ଟାରେ ଗଡ଼ିବା ଆରମ୍ଭ କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ପ୍ରଭୁ ସୁଦର୍ଶନଙ୍କର ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ସାଢେ ୪ଟାରେ ଗଡ଼ିବା ଆରମ୍ଭ କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶୁକ୍ରବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହୋଇଛି। ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *