ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ପ୍ରଭାବିତ
ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ପ୍ରଭାବିତ
- ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ ହୋଇଛି।
- ଅବକାଶ ପୂଜା ନୀତି ପରେ ଭିତର କାଠ ଦର୍ଶନ ଚାଲୁଥିବା ବେଳେ ଅଘଟଣ।
- ଭିତର କାଠ ନିକଟରେ କେହି ଜଣେ ବାନ୍ତି କରିଦେବାରୁ ବଡ଼ ମହାସ୍ନାନ ହେଉଛି।
ପୁରୀ ,୨୧-୦୭-୨୦୨୫(ଏସ.ଏମ. ) : ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ ହୋଇଛି। ଅବକାଶ ପୂଜା ନୀତି ପରେ ଭିତର କାଠ ଦର୍ଶନ ଚାଲୁଥିବା ବେଳେ ଅଘଟଣ। ଭିତର କାଠ ନିକଟରେ କେହି ଜଣେ ବାନ୍ତି କରିଦେବାରୁ ବଡ଼ ମହାସ୍ନାନ ହେଉଛି। ଦେଢ଼ ଘଣ୍ଟା ସାଧାରଣ ଦର୍ଶନ ପ୍ରଭାବିତ ହେବ।