ଦେଶ- ବିଦେଶସମସ୍ୟା ଭିତ୍ତିକ ଖବର

ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ

ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ

ରାଜଧାନୀକୁ ଲାଗିଲା ଭୂକମ୍ପର ଝଟକା । ସକାଳ ୯ଟା ୪ରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୪ ଥିବା ସୂଚନା ମିଳିଛି

ନୂଆଦିଲ୍ଲୀ/ଭୁବନେଶ୍ୱର୧୦-୦୭-୨୦୨୫( ଏସ .ଏମ ) : ଦିଲ୍ଲୀକୁ ଲାଗିଲା ଭୂକମ୍ପର ଝଟକା । ବଡ ଧରଣର ଭୂକମ୍ପରେ ଦୋହଲିଲା ଦିଲ୍ଲୀ । ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ । ସକାଳ ୯ଟା ୪ରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୪ ଥିବା ସୂଚନା ମିଳିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ଝାଜର ।

ତେବେ ଦିଲ୍ଲୀ, ନୋଏଡା ଏବଂ ଗାଜିଆବାଦରେ ଅନୁଭୂତ ହୋଇଛି ଭକମ୍ପ । ପ୍ରାୟ ୧୦ ସେକେଣ୍ଡ ଯାଏଁ ଥରିଲା ଦିଲ୍ଲୀ । ସକାଳୁ ସକାଳୁ ଭୂକମ୍ପରେ ଭୟଭୀତ ଲୋକେ । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନି ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *