ଅପରାଧରାଜନୀତିରାଜ୍ୟ

ସୁନ୍ଦରଗଡ଼ରେ ଖଣି ଚୋରି

ସୁନ୍ଦରଗଡ଼ରେ ଖଣି ଚୋରି

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାନସଭା ଉପବାଚସ୍ପତି ଭବାନୀ ଭୋଇ

ରାଜ୍ୟ ସରକାରଙ୍କୁ ସତ ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ। ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।

ସୁନ୍ଦରଗଡ଼/ଭୁବନେଶ୍ୱର ୧୦-୦୪-୨୦୨୫(ଏସ .ଏମ ) : ରାଜ୍ୟ ସରକାରଙ୍କୁ ସତ ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ। ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।ସୁନ୍ଦରଗଡ଼ରେ ଖଣି ଚୋରିରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ , ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ଉପବାଚସ୍ପତି। ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ। ଯଥା ଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଉପବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏଥିରେ ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ବି ଦାବି କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ସୀମାନ୍ତ ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।ଏଥରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ , ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ଉପବାଚସ୍ପତି। ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ। ଯଥା ଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଉପବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ।ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ବି ଦାବି କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ସୀମାନ୍ତ ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *