ଅପରାଧଘଟଣା ଦୁର୍ଘଟଣାଦେଶ- ବିଦେଶରାଜ୍ୟ

ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଗୁରୁତର

ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଗୁରୁତର

ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲା ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ସୀମାରେ ଥିବା ସରଣ୍ଡା ଜଙ୍ଗଲରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ହୋଇଛି…

ସୁନ୍ଦରଗଡ଼/ଭୁବନେଶ୍ୱର ୦୩-୦୭-୨୦୨୫(ଏସ.ଏମ ): ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲା ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ସୀମାରେ ଥିବା ସରଣ୍ଡା ଜଙ୍ଗଲରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ହୋଇଛି।ବିସ୍ଫୋରଣରେ ଝାଡ଼ଖଣ୍ଡ ଜାଗୁଆର୍‌ର ଯବାନ ମନୋଜ ଦମାଇ ଗୁରୁତର ଆହତ ହୋଇଛନ୍ତି । ଛୋଟନାଗରା ଥାନା ଅନ୍ତର୍ଗତ ବାବୁଡରା ନିକଟ ସରଣ୍ଡା ଜଙ୍ଗଲରେ ନକ୍ସଲଙ୍କ ଦ୍ବାର ବିଛାଯାଇଥିବା ଆଇଇଡି ବିସ୍ପୋରଣ ହୋଇଥିଲା। ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚି ଏୟାର ଲିଫ୍ଟ କରାଯାଉଛି । ଗତ କାଲି ସରଣ୍ଡା ଜଙ୍ଗଲରୁ ୧୮ ହଜାର ଡେଟୋନେଟର୍ ଝାଡ଼ଖଣ୍ଡ ଜାଗୁଆର୍ ଓ ସିଆରପିଏଫ୍‌ର ୬୦ ବାଟାଲିୟନ ମିଳିତ ଭାବେ ସର୍ଚ୍ଚ ଅପରେସନ କରି ୧୮ ହଜାର ଡେଟୋନେଟର୍ ଜବତ କରିଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70