ଘଟଣା ଦୁର୍ଘଟଣାରାଜ୍ୟ

Dead Body Baby Girl Rescued

ମହାନଦୀରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର

କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର Dead Body ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି  ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।

କଟକ ୨୬-୧୧-୨୦୨୫(ଏସ.ଏମ ) : ଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି। ଆଜି ସକାଳୁ ଆନିକଟର ୯୩ ନମ୍ବର ଗେଟ ତଳେ ଏକ ଅଜଣା ଶିଶୁର ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସ ଓ ଅଗ୍ନିଶମ ବିଭାଗର ଟିମ ପହଞ୍ଚି, ମୃତ ଶିଶୁକୁ ଉଦ୍ଧାର କରିବା ସହ ପୁଲିସକୁ ଜିମା ଦେଇଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *