ଅପରାଧଘଟଣା ଦୁର୍ଘଟଣାରାଜ୍ୟ

Gangrape Minor Girls

ରାସଗୋବିନ୍ଦପୁରରେ ଚାଞ୍ଚଲ୍ୟ, ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

  • ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।
  • ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ।
  • ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।

ବାରିପଦା ୨୫-୧୦-୨୦୨୫(ଏସ.ଏମ ) : ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଘଟଣା ଘଟିଛି ମୟୂରଭଞ୍ଜଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ । ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି। ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ । ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ। ଘଟଣାରେ ସାତ ରୁ ଆଠ ଜଣ ସଂପୃକ୍ତ ଥିବା ବେଳେ ଲିଖିତ ଅଭିଯୋଗରେ ପାଞ୍ଚ ଜଣଙ୍କ ସହିତ ଅନ୍ୟମାନେ ବୋଲି ଲେଖାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *