LatestNewsTOP STORIESରାଜନୀତିରାଜ୍ୟ

Land sale-purchase at tehsil office

 ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା: ରାଜସ୍ବ ମନ୍ତ୍ରୀ

ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ ହୋଇପାରିବ। ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ

ଭୁବନେଶ୍ୱର ୩୧-୧୦-୨୦୨୫(ଏସ.ଏମ. ) : ବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ ହୋଇପାରିବ। ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩ ତହସିଲରେ ଏହି ସେବା ଆରମ୍ଭ ହେବ। ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ ଅଫିସରେ ଜମି ପଞ୍ଜିକରଣ । ନଭେମ୍ବର ୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭରମ୍ଭ କରିବେ। ଏଣିକି ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ ଅଫିସରେ ଲୋକେ ଜମି ପଞ୍ଜିକରଣ କରିପାରିବେ ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *