ପାଣିପାଗରାଜ୍ୟ

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସ୍ପଷ୍ଟଚିହ୍ନିତ

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସ୍ପଷ୍ଟଚିହ୍ନିତ

ଘନୀଭୂତ ହୋଇ ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଗତକାଲି ସନ୍ଧ୍ୟାରେ ସୃଷ୍ଟି ହୋଇଥିବା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ର l

ଭୁବନେଶ୍ୱର ୦୧-୧୦-୨୦୨୫(ଏସ.ଏମ ): ନୀଭୂତ ହୋଇ ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଗତକାଲି ସନ୍ଧ୍ୟାରେ ସୃଷ୍ଟି ହୋଇଥିବା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ର lବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ତେବେ ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *