ଦେଶ- ବିଦେଶରାଜନୀତିରାଜ୍ୟ

ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜୟ ପାଲ ସିଂ ତୋମାର

ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ:  ବିଜୟ ପାଲ ସିଂ ତୋମାର

  • ବିମାନବନ୍ଦରରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ।
  • ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

ଭୁବନେଶ୍ୱର ୨୬-୦୭-୨୦୨୫(ଏସ.ଏମ. ) :   ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ।ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ। ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *