୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ଭୁବନେଶ୍ୱର ୦୬-୦୬-୨୦୨୫ (ଏସ .ଏମ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି। ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।.
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।.